Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 2

ଗୀତସଂହିତା 2:9-11

Help us?
Click on verse(s) to share them!
9ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
10ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।

Read ଗୀତସଂହିତା 2ଗୀତସଂହିତା 2
Compare ଗୀତସଂହିତା 2:9-11ଗୀତସଂହିତା 2:9-11