Text copied!
Bibles in Odia

ଗୀତସଂହିତା 2:9-12 in Odia

Help us?

ଗୀତସଂହିତା 2:9-12 in ଓଡିଆ ବାଇବେଲ

9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
ଗୀତସଂହିତା 2 in ଓଡିଆ ବାଇବେଲ