Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 30

ଗୀତସଂହିତା 30:3-7

Help us?
Click on verse(s) to share them!
3ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ’ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ।
4ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।
5କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
6ମୁଁ ଆପଣା ସମୃଦ୍ଧି ସମୟରେ କହିଲି, “ମୁଁ କେବେ ବିଚଳିତ ନୋହିବି।”
7ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।

Read ଗୀତସଂହିତା 30ଗୀତସଂହିତା 30
Compare ଗୀତସଂହିତା 30:3-7ଗୀତସଂହିତା 30:3-7