Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 30

ଗୀତସଂହିତା 30:7-9

Help us?
Click on verse(s) to share them!
7ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
8ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
9ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ?

Read ଗୀତସଂହିତା 30ଗୀତସଂହିତା 30
Compare ଗୀତସଂହିତା 30:7-9ଗୀତସଂହିତା 30:7-9