Text copied!
Bibles in Odia

ଗୀତସଂହିତା 30:7-9 in Odia

Help us?

ଗୀତସଂହିତା 30:7-9 in ଓଡିଆ ବାଇବେଲ

7 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
8 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ?
ଗୀତସଂହିତା 30 in ଓଡିଆ ବାଇବେଲ