Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 30

ଗୀତସଂହିତା 30:9-10

Help us?
Click on verse(s) to share them!
9ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ?
10ହେ ସଦାପ୍ରଭୁ, ଶୁଣ ଓ ମୋ’ ପ୍ରତି ଦୟା କର; ସଦାପ୍ରଭୁ, ତୁମ୍ଭେ ମୋହର ସହାୟ ହୁଅ।

Read ଗୀତସଂହିତା 30ଗୀତସଂହିତା 30
Compare ଗୀତସଂହିତା 30:9-10ଗୀତସଂହିତା 30:9-10