Text copied!
Bibles in Odia

ଗୀତସଂହିତା 31:1-3 in Odia

Help us?

ଗୀତସଂହିତା 31:1-3 in ଓଡିଆ ବାଇବେଲ

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।
2 ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
ଗୀତସଂହିତା 31 in ଓଡିଆ ବାଇବେଲ