Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 31

ଗୀତସଂହିତା 31:13-16

Help us?
Click on verse(s) to share them!
13କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।
14ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”
15ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
16ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।

Read ଗୀତସଂହିତା 31ଗୀତସଂହିତା 31
Compare ଗୀତସଂହିତା 31:13-16ଗୀତସଂହିତା 31:13-16