Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 31

ଗୀତସଂହିତା 31:15-18

Help us?
Click on verse(s) to share them!
15ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
16ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
17ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।
18ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।

Read ଗୀତସଂହିତା 31ଗୀତସଂହିତା 31
Compare ଗୀତସଂହିତା 31:15-18ଗୀତସଂହିତା 31:15-18