Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 31

ଗୀତସଂହିତା 31:2-4

Help us?
Click on verse(s) to share them!
2ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
3କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
4ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।

Read ଗୀତସଂହିତା 31ଗୀତସଂହିତା 31
Compare ଗୀତସଂହିତା 31:2-4ଗୀତସଂହିତା 31:2-4