Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 31

ଗୀତସଂହିତା 31:20-21

Help us?
Click on verse(s) to share them!
20ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
21ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।

Read ଗୀତସଂହିତା 31ଗୀତସଂହିତା 31
Compare ଗୀତସଂହିତା 31:20-21ଗୀତସଂହିତା 31:20-21