Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 31

ଗୀତସଂହିତା 31:4-5

Help us?
Click on verse(s) to share them!
4ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
5ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।

Read ଗୀତସଂହିତା 31ଗୀତସଂହିତା 31
Compare ଗୀତସଂହିତା 31:4-5ଗୀତସଂହିତା 31:4-5