Text copied!
Bibles in Odia

ଗୀତସଂହିତା 31:4-7 in Odia

Help us?

ଗୀତସଂହିତା 31:4-7 in ଓଡିଆ ବାଇବେଲ

4 ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
6 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ।
ଗୀତସଂହିତା 31 in ଓଡିଆ ବାଇବେଲ