Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 32

ଗୀତସଂହିତା 32:1-4

Help us?
Click on verse(s) to share them!
1ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
2ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
3ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
4କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। ସେଲା

Read ଗୀତସଂହିତା 32ଗୀତସଂହିତା 32
Compare ଗୀତସଂହିତା 32:1-4ଗୀତସଂହିତା 32:1-4