Text copied!
Bibles in Odia

ଗୀତସଂହିତା 32:10-11 in Odia

Help us?

ଗୀତସଂହିତା 32:10-11 in ଓଡିଆ ବାଇବେଲ

10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।
ଗୀତସଂହିତା 32 in ଓଡିଆ ବାଇବେଲ