Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 32

ଗୀତସଂହିତା 32:2-5

Help us?
Click on verse(s) to share them!
2ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
3ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
4କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। ସେଲା
5ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। ସେଲା

Read ଗୀତସଂହିତା 32ଗୀତସଂହିତା 32
Compare ଗୀତସଂହିତା 32:2-5ଗୀତସଂହିତା 32:2-5