Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 33

ଗୀତସଂହିତା 33:13-16

Help us?
Click on verse(s) to share them!
13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
14ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
15ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।

Read ଗୀତସଂହିତା 33ଗୀତସଂହିତା 33
Compare ଗୀତସଂହିତା 33:13-16ଗୀତସଂହିତା 33:13-16