Text copied!
Bibles in Odia

ଗୀତସଂହିତା 33:15-18 in Odia

Help us?

ଗୀତସଂହିତା 33:15-18 in ଓଡିଆ ବାଇବେଲ

15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
17 ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
ଗୀତସଂହିତା 33 in ଓଡିଆ ବାଇବେଲ