Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 33

ଗୀତସଂହିତା 33:15-19

Help us?
Click on verse(s) to share them!
15ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
17ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
19ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।

Read ଗୀତସଂହିତା 33ଗୀତସଂହିତା 33
Compare ଗୀତସଂହିତା 33:15-19ଗୀତସଂହିତା 33:15-19