Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 33

ଗୀତସଂହିତା 33:19-21

Help us?
Click on verse(s) to share them!
19ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
21ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।

Read ଗୀତସଂହିତା 33ଗୀତସଂହିତା 33
Compare ଗୀତସଂହିତା 33:19-21ଗୀତସଂହିତା 33:19-21