Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 33

ଗୀତସଂହିତା 33:3-5

Help us?
Click on verse(s) to share them!
3ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟ କର।
4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;

Read ଗୀତସଂହିତା 33ଗୀତସଂହିତା 33
Compare ଗୀତସଂହିତା 33:3-5ଗୀତସଂହିତା 33:3-5