Text copied!
Bibles in Odia

ଗୀତସଂହିତା 33:3-5 in Odia

Help us?

ଗୀତସଂହିତା 33:3-5 in ଓଡିଆ ବାଇବେଲ

3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟ କର।
4 କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
5 ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
ଗୀତସଂହିତା 33 in ଓଡିଆ ବାଇବେଲ