Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 33

ଗୀତସଂହିତା 33:7-8

Help us?
Click on verse(s) to share them!
7ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।
8ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।

Read ଗୀତସଂହିତା 33ଗୀତସଂହିତା 33
Compare ଗୀତସଂହିତା 33:7-8ଗୀତସଂହିତା 33:7-8