Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 34

ଗୀତସଂହିତା 34:17-19

Help us?
Click on verse(s) to share them!
17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
19ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।

Read ଗୀତସଂହିତା 34ଗୀତସଂହିତା 34
Compare ଗୀତସଂହିତା 34:17-19ଗୀତସଂହିତା 34:17-19