Text copied!
Bibles in Odia

ଗୀତସଂହିତା 34:18-21 in Odia

Help us?

ଗୀତସଂହିତା 34:18-21 in ଓଡିଆ ବାଇବେଲ

18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
19 ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
ଗୀତସଂହିତା 34 in ଓଡିଆ ବାଇବେଲ