19ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
21ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
22ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।