Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 34

ଗୀତସଂହିତା 34:20-22

Help us?
Click on verse(s) to share them!
20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
21ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
22ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।

Read ଗୀତସଂହିତା 34ଗୀତସଂହିତା 34
Compare ଗୀତସଂହିତା 34:20-22ଗୀତସଂହିତା 34:20-22