Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 34

ଗୀତସଂହିତା 34:4-5

Help us?
Click on verse(s) to share them!
4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍‍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।

Read ଗୀତସଂହିତା 34ଗୀତସଂହିତା 34
Compare ଗୀତସଂହିତା 34:4-5ଗୀତସଂହିତା 34:4-5