4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।