Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 34

ଗୀତସଂହିତା 34:6-8

Help us?
Click on verse(s) to share them!
6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।

Read ଗୀତସଂହିତା 34ଗୀତସଂହିତା 34
Compare ଗୀତସଂହିତା 34:6-8ଗୀତସଂହିତା 34:6-8