Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 34

ଗୀତସଂହିତା 34:9-10

Help us?
Click on verse(s) to share them!
9ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।

Read ଗୀତସଂହିତା 34ଗୀତସଂହିତା 34
Compare ଗୀତସଂହିତା 34:9-10ଗୀତସଂହିତା 34:9-10