Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:10-12

Help us?
Click on verse(s) to share them!
10ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
11ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁ ଅଛନ୍ତି।
12ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:10-12ଗୀତସଂହିତା 35:10-12