Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:12-13

Help us?
Click on verse(s) to share them!
12ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।
13ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:12-13ଗୀତସଂହିତା 35:12-13