Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:13-14

Help us?
Click on verse(s) to share them!
13ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।
14ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:13-14ଗୀତସଂହିତା 35:13-14