Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:14-16

Help us?
Click on verse(s) to share them!
14ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
15ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋ’ ଅଜ୍ଞାତସାରରେ ମୋ’ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
16ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:14-16ଗୀତସଂହିତା 35:14-16