Text copied!
Bibles in Odia

ଗୀତସଂହିତା 35:16-19 in Odia

Help us?

ଗୀତସଂହିତା 35:16-19 in ଓଡିଆ ବାଇବେଲ

16 ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ।
17 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
18 ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19 ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
ଗୀତସଂହିତା 35 in ଓଡିଆ ବାଇବେଲ