Text copied!
Bibles in Odia

ଗୀତସଂହିତା 35:18-20 in Odia

Help us?

ଗୀତସଂହିତା 35:18-20 in ଓଡିଆ ବାଇବେଲ

18 ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19 ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
20 ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
ଗୀତସଂହିତା 35 in ଓଡିଆ ବାଇବେଲ