Text copied!
Bibles in Odia

ଗୀତସଂହିତା 35:21-24 in Odia

Help us?

ଗୀତସଂହିତା 35:21-24 in ଓଡିଆ ବାଇବେଲ

21 ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
22 ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
23 ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
24 ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋ’ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
ଗୀତସଂହିତା 35 in ଓଡିଆ ବାଇବେଲ