Text copied!
Bibles in Odia

ଗୀତସଂହିତା 35:26-27 in Odia

Help us?

ଗୀତସଂହିତା 35:26-27 in ଓଡିଆ ବାଇବେଲ

26 ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
27 ଯେଉଁମାନେ ମୋ’ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।
ଗୀତସଂହିତା 35 in ଓଡିଆ ବାଇବେଲ