Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:3-5

Help us?
Click on verse(s) to share them!
3ମଧ୍ୟ ବର୍ଚ୍ଛା ଧରି ମୋ’ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋ’ ପ୍ରାଣକୁ କୁହ, “ଆମ୍ଭେ ତୁମ୍ଭର ପରିତ୍ରାଣ।”
4ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:3-5ଗୀତସଂହିତା 35:3-5