Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:5-7

Help us?
Click on verse(s) to share them!
5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
6ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
7ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:5-7ଗୀତସଂହିତା 35:5-7