Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:8-10

Help us?
Click on verse(s) to share them!
8ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
9ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
10ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:8-10ଗୀତସଂହିତା 35:8-10