Text copied!
Bibles in Odia

ଗୀତସଂହିତା 35:9-11 in Odia

Help us?

ଗୀତସଂହିତା 35:9-11 in ଓଡିଆ ବାଇବେଲ

9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
10 ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
11 ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁ ଅଛନ୍ତି।
ଗୀତସଂହିତା 35 in ଓଡିଆ ବାଇବେଲ