Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 36

ଗୀତସଂହିତା 36:2-5

Help us?
Click on verse(s) to share them!
2କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
3ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
4ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
5ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।

Read ଗୀତସଂହିତା 36ଗୀତସଂହିତା 36
Compare ଗୀତସଂହିତା 36:2-5ଗୀତସଂହିତା 36:2-5