Text copied!
Bibles in Odia

ଗୀତସଂହିତା 36:4-7 in Odia

Help us?

ଗୀତସଂହିତା 36:4-7 in ଓଡିଆ ବାଇବେଲ

4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
ଗୀତସଂହିତା 36 in ଓଡିଆ ବାଇବେଲ