Text copied!
Bibles in Odia

ଗୀତସଂହିତା 36:8-10 in Odia

Help us?

ଗୀତସଂହିତା 36:8-10 in ଓଡିଆ ବାଇବେଲ

8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
ଗୀତସଂହିତା 36 in ଓଡିଆ ବାଇବେଲ