Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:11-15

Help us?
Click on verse(s) to share them!
11ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
12ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
13ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
14ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
15ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:11-15ଗୀତସଂହିତା 37:11-15