Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:13-16

Help us?
Click on verse(s) to share them!
13ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
14ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
15ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
16ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:13-16ଗୀତସଂହିତା 37:13-16