Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:15-17

Help us?
Click on verse(s) to share them!
15ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
16ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
17କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:15-17ଗୀତସଂହିତା 37:15-17