Text copied!
Bibles in Odia

ଗୀତସଂହିତା 37:15-17 in Odia

Help us?

ଗୀତସଂହିତା 37:15-17 in ଓଡିଆ ବାଇବେଲ

15 ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।
ଗୀତସଂହିତା 37 in ଓଡିଆ ବାଇବେଲ